କଟକର ରୁପା ତାରକସି କାମକୁ ଜିଆଇ ମାନ୍ୟତା ...Middle East

News by : (News room odisha) -
ଭୁବନେଶ୍ୱର – କଟକର ପ୍ରସିଦ୍ଧ ତାରକସି କାମକୁ ଜିଓଗ୍ରାଫିକାଲ ଇଣ୍ଡିକେସନ୍‌ -ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇର ଜିଓଗ୍ରାଫିକାଲ ଇଣ୍ଡିକେସନ ରେଜିଷ୍ଟ୍ରିରୁ ଏହି ସୂଚନା ମିଳିଛି। ତାରକସି କାମକୁ ଜିଆଇ ମାନ୍ୟତା ମିଳିଲା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀ ତଥା କଟକବାସୀ ଓ ପ୍ରଶାସନକୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶା ପାଇଁ ଏହା ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କଟକ ସହରର ତାରକସି କାମ ୫ଶହ ବର୍ଷ ପୁରୁଣା ବୋଲି କୁହାଯାଏ । ୨୦୨୧ ମସିହା ଜୁଲାଇ ୭ ତାରିଖରେ ଓଡିଶା ହସ୍ତକଳା ସମବାୟ ସମିତି ତରଫରୁ ରୁପା ତାରକସିକୁ ଜିଆଇ ମାନ୍ୟତା ଦେବା ପାଇଁ ଆବେଦନ ହୋଇଥିଲା। ଆବେଦନକୁ ବିଚାରକୁ ନେଇ କଟକ ତାରକସିର ଇତିହାସ ଏବଂ ବର୍ତ୍ତମାନର ସ୍ଥିତି ସମୀକ୍ଷା କରିବାକୁ ଏକ କନସଲଟାନ୍ସି ଫାର୍ମକୁ ଏହି ଦାୟିତ୍ଵ ଦିଆଯାଇଥିଲା। ଫାର୍ମର ସୁପାରିଶ କ୍ରମେ ତାମିଲନାଡୁର ଜିଆଇ ରେଜିଷ୍ଟ୍ରେସନ୍ ଉତ୍ପାଦର ନୋଡାଲ୍ ଅଫିସର୍ ପି.ସଞ୍ଜୟ ଗାନ୍ଧୀ କଟକ

Read More Details
Finally We wish PressBee provided you with enough information of ( କଟକର ରୁପା ତାରକସି କାମକୁ ଜିଆଇ ମାନ୍ୟତା )

Also on site :

Most Viewed News
جديد الاخبار