ଶ୍ରୀ ମନ୍ଦିରରେ ଦେବ ଦୀପାବଳୀ ...Middle East

News by : (News room odisha) -
ଶ୍ରୀମନ୍ଦିର ଅନନ୍ୟ ପରମ୍ପରାରେ ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ନିତ୍ୟ ମାନବୀୟ ଲୀଳା କରୁଛନ୍ତି। ନିଜର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ମାର୍ଗଶୀର କୃଷ୍ଣ ଚତୁର୍ଦଶୀ , ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ଏହି ୩ ଦିନ ଦୀପଦାନ କରିଥାନ୍ତି। ଏହି ପିତୃପୁରୁଷଙ୍କ ମଧ୍ୟରେ ଅଦିତି-କଚ୍ଛପ, ଦଶରଥ-କୋଶଲ୍ୟା-କୈକୟୀ-ସୁମିତ୍ରା , ନନ୍ଦ-ଯଶୋଦା , ବସୁଦେବ-ଦେବକୀ ଓ ରାଜା ଇନ୍ଦ୍ରଦ୍ୟୁମ୍ନ- ରାଣୀ ଗୁଣ୍ଡିଚା ଙ୍କ ଉଦେଶ୍ୟରେ ଦୀପଦାନ କରାଯାଇଥାଏ ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ, ଅମାବସ୍ୟା ଦିନ ରାଜା ଦଶରଥ, କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ, ଦେବକୀ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି ।।ଶ୍ରୀଜଗନ୍ନାଥ ମହାପ୍ରଭୁ ସ୍ୱୟଂ ଶ୍ରାଦ୍ଧବେଶରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହା “ଦେବ ଦୀପାବଳି” ଓ “ଶ୍ରାଦ୍ଧବେଶ” ନାମରେ ପ୍ରସିଦ

Read More Details
Finally We wish PressBee provided you with enough information of ( ଶ୍ରୀ ମନ୍ଦିରରେ ଦେବ ଦୀପାବଳୀ )

Also on site :

Most Viewed News
جديد الاخبار